• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Thursday 11 Jul 2024

ଧନିଷ୍ଠା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ ।

ଶତଭିଷା- ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ ।
    
ପୂ,ଭାଦ୍ରପଦ- ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ । କୈାଣସି ଅସ୍ଥାୟୀ କାର‌୍ୟ୍ୟ ସ୍ଥାୟୀ ହୋଇପାରେ ।  କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS