• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Thursday 11 Jul 2024

ପୂ,ଭାଦ୍ରପଦ-ପାରିବାରିକ ଜୀବନ ଶାନ୍ତିମୟ ଓ ପ୍ରିତିମୟ ହେବ । ବିଦେଶରେ ଭାଗୀଦାର ବ୍ୟବସାୟ କରିବା ପାଇଁ ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି । 

ଉ,ଭାଦ୍ରପଦ- ସରକାରୀ ଚାକିରିଆଙ୍କୁ କୌଣସି ସମ୍ମାନ ଜନକ ପଦବିକୁ  ମନୋନୀତ ହୋଇପାରନ୍ତି । ପ୍ରେମି ଯୁଗଳଙ୍କ ବିବାହ ସ୍ଥିର ହୋଇପାରେ । ଶିକ୍ଷା କ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବା ସହ ବିଦ୍ୟାର୍ଥି ମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।

ରେବତୀ- ଘରବାଡି ଓ ଗାଡି ମୋଟର କିଣିପାରନ୍ତି । କୋର୍ଟର ନିଷ୍ପତି ଆପଣଙ୍କ ପକ୍ଷରେ ହେବ । ସଙ୍ଗୀତକାର ମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିପାରେ ।

ପ୍ରତିକାର –  ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS