• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Thursday 11 Jul 2024

ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ ।

ଆଦ୍ରା- କୈାଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।

ପୁନର୍ବସୁ- କୈାଣସି  କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ ।  ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS