• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Cancer

କର୍କଟ

Thursday 11 Jul 2024

ପୁନର୍ବସୁ- ପାରିବାରିକ ବିବାଦ ଦେଖାଦେଇପାରେ । ଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସୂଚନା ପାଇବେ। ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।

ପୁଷ୍ୟା- କର୍ମ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଚାକିରି ପରିବର୍ତନ କରିବାର ଯୋଗ ରହିଛି ହେଲେ ଭାବିଚିନ୍ତି ନିଷ୍ପତି ନିଅନ୍ତୁ । 

ଅଶ୍ଲେଷା- ପୂର୍ବ କଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଆଗାମୀ ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ତପତ୍ରତା ବଢ଼ିବାର ଆଶା ରହିଛି। ଆକସ୍ମିକ କାରଣକୁ ନେଇ ଗସ୍ତ କାର‌୍ୟ୍ୟକ୍ରମ ବାତିଲ ହୋଇପାରେ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS