• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Leo

ସିଂହ

Thursday 11 Jul 2024

ମଘା- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ ।

ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ।  ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ଉ,ଫାଲଗୁନି- ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS