• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Virgo

କନ୍ୟା

Thursday 11 Jul 2024

ଉ,ଫଳଗୁନି- ବୈବାହିକ ଜୀବନରେ ବିବାଦ ସୃଷ୍ଟି ହୋଇପାରେ । ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ । ଅସୁସ୍ଥତାରୁ କେତେକ କାମରେ ଅବହେଳା କରିପାରନ୍ତି ।
 
ହସ୍ତା- ପରୀକ୍ଷା ପ୍ରତିଯୋଗିତା ପ୍ରସ୍ତୁତିରେ ନିୟୋଜିତ ବିଦ୍ୟାର୍ଥୀ ମାନଙ୍କୁ ଇଚ୍ଛାକୃତ ଫଳାଫଳ ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଅର୍ଥର ଅଭାବ ଦେଖାଦେବ ଓ ଖର୍ଚ୍ଚ ର ପରିମାଣ ଅଧିକ ହେବ ।

ଚିତ୍ରା- ମାଲିମୋକଦ୍ଦମାର ବିଚାର ବିଳମ୍ବରେ ହୋଇପାରେ । ମାନସିକ ଅସ୍ଥିତାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଅସାବଧାନତା କାରଣରୁ ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ  ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS