• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Libra

ତୁଳା

Thursday 11 Jul 2024

ଚିତ୍ରା- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।

ସ୍ୱାତୀ- ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି ।

ବିଶାଖା- ଅନ୍ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଖେଳକୁଦରେ ମନ ଦେବେ  ।

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS