• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Scorpio

ବିଛା

Thursday 11 Jul 2024

ବିଶାଖା- ପାରିବାରିକ ସ୍ଥିତି କେତେକାଂଶରେ ଭଲ ଥିଲେ ମଧ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟଟି ଅଟକି ରହିଥିବାରୁ ଚିନ୍ତା ଲାଗିରହିବ । ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ ଏବଂ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ରେ ଅଟଳ ରହିବେ।
        
ଅନୁରାଧା- ଉଚ୍ଚଶିକ୍ଷା ପାଇଁ ବିଦେଶ ଗସ୍ତ କରିପାରନ୍ତି । ଅଫିସ୍ରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବ୍ୟବସାୟିକ ଦିଗରୁ ଦିନଟି ସନ୍ତୋଷଜନକ ହେତୁ ମାନ ଭଲ ରହିବ।

ଜ୍ୟେଷ୍ଠା- ପିତୃ ଅର୍ଜିତ ସମ୍ପତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବେ । ପରିବହନ ଦିଗରୁ ଲାଭବାନ ହେବେ । ସତର୍କତା ଅବଲମ୍ବନ ନ କଲେ କେତେକ କ୍ଷେତ୍ରରେ ଅନୁତାପ କରିବାକୁ ପଡିବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS