• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Sagittarius

ଧନୁ

Thursday 11 Jul 2024

ମୂଳା- ବ୍ୟବସାୟ ବିଷୟରେ ଭଲ କଥା କହିବେ ।  ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ,  ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।  
ପୂ,ଷାଢା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।  ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ ।

ଉ,ଷାଢା- କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS