ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଦିବା ୦୮.୪୬ ଗତେ ମୀନ,ତିଥି – ୮ମୀ ଦିବା ୧୨.୦୬ ଗତେ ୯ମୀ । ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୮.୪୬ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୨.୩୨ ଗତେ ୧ ପାଦ- କୃଷିହାନି- ଭୂମିଦାନ ।
ମୃଗଶିରା- କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।
ଆଦ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।
ପୁନର୍ବସୁ- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର୍ୟ୍ୟ ସିଦ୍ଧ ହେବ । ଚାକିରି କ୍ଷେତ୍ରରେ ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫