Daily Horoscope 11th June 2023: ଏହି ରାଶିର ବ୍ୟକ୍ତି ଆଜି ନିଜ ମନ ପସନ୍ଦର ଜୀବନ ସାଥୀ ଚୟନ କରିବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଦିବା ୦୮.୪୬ ଗତେ ମୀନ,ତିଥି – ୮ମୀ ଦିବା ୧୨.୦୬ ଗତେ ୯ମୀ । ଘାତ ଚନ୍ଦ୍ର – ମିଥୁନ, ମୀନ ଦିବା ୦୮.୪୬ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ଦିବା ୦୨.୩୨ ଗତେ ୧ ପାଦ- କୃଷିହାନି- ଭୂମିଦାନ ।

Aries

ମେଷ

Sunday 11 Jun 2023

ଅଶ୍ୱନୀ- ସ୍ୱାସ୍ଥ୍ୟରେ ଉନ୍ନତି ଆସିପାରେ । କାର୍ଯ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ

ଦ୍ୱିଜା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପାଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ

କୃତିକା- ଭଗବାନଙ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :