• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 11 Jun 2024

ଅଶ୍ୱନୀ- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ କରିବେ

ଦ୍ୱିଜା- ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ନିଜ ଲୋକ ମାନଙ୍କ ଖରାପ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି

କୃତିକା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :