• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Tuesday 11 Jun 2024

କୃତିକା- ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।

ରୋହିଣୀ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ

ମୃଗଶିରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :