• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Tuesday 11 Jun 2024

ଧନିଷ୍ଠା- ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ

ଶତଭିଷା- ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ

ପୂ,ଭାଦ୍ରପଦ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :