• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Tuesday 11 Jun 2024

ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ

ପୁଷ୍ୟା- ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ

ଅଶ୍ଲେଷା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ ।ବ୍ୟସ୍ତତା ଭିତରେ ସମୟ ବିତାଇବେ

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :