• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 11 Jun 2024

ମଘା- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଲୁଗା ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ

ପୂ,ଫାଲଗୁନି- ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି।

ଉ,ଫାଲଗୁନି- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :