• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 11 Jun 2024

ଉ,ଫଳଗୁନି- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ

ହସ୍ତା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ

ଚିତ୍ରା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :