• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Tuesday 11 Jun 2024

ଚିତ୍ରା- ବନ୍ଧୁ ଓ ପରିବାର ମଧ୍ୟରେ ହସ ଖୁସିରେ ସମୟ ଅତିବାହିତ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ।

ସ୍ୱାତୀ- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ବିଶାଖା-ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :