• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Tuesday 11 Jun 2024

ବିଶାଖା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ

ଅନୁରାଧା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ

ଜ୍ୟେଷ୍ଠା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :