• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 11 Jun 2024

ମୂଳା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ ।

ପୂ,ଷାଢା- ଛାତ୍ର ଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ଅବହେଳା କରିବେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।

ଉ,ଷାଢା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଛନ୍ତି ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ଜମିବାଡି କୁ ନେଇ ଦ୍ୱନ୍ଦ ଲାଗିପାରେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :