• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୧ ମଙ୍ଗଳବାର,ଚନ୍ଦ୍ର- କର୍କଟ ରାତ୍ରି ୧୧.୩୯ ଗତେ ସିଂହ ତିଥି- ୫ମୀ ସନ୍ଧ୍ୟା ୦୫.୨୭ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ରାତ୍ରି ୧୧.୩୯ ଗତେ କର୍କଟ ଓ ମକର ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Capricorn

ମକର

Tuesday 11 Jun 2024

ଉ,ଷାଢା- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ

ଶ୍ରବଣା- ପରୋକ୍ଷ ଶତୃତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି

ଧନିଷ୍ଠା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :