• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Taurus

ବୃଷ

Saturday 11 Mar 2023

କୃତିକା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚାର୍ଯ୍ୟରେ ବ୍ୟବଧାନ ଉପସ୍ଥିତ ହେବ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ।

ରୋହିଣୀ- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।

ମୃଗଶିରା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :