• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Aquarius

କୁମ୍ଭ

Saturday 11 Mar 2023

ଧନିଷ୍ଠା - ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ ।

ଶତଭିଷା - ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।

ପୂ, ଭାଦ୍ରପଦ- ମହିଳା ମାନେ ଚାକିରିର ସୁଯୋଗ ପାଇବେ । ମାଲିମକନ୍ଦମାର ଶୁଣାଣି ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :