• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Pisces

ମୀନ

Saturday 11 Mar 2023

ପୂ, ଭାଦ୍ରପଦ - ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ । ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ଆପଣ କରି ଆସୁଥିବା ଉଦ୍ୟମରେ ସଫଳ ହେବେ ।

ଉ, ଭାଦ୍ରପଦ- କାର୍ଯ୍ୟଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।

ରେବତୀ - ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ତୁ ନାହିଁ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :