• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Gemini

ମିଥୁନ

Saturday 11 Mar 2023

ମୃଗଶିରା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୈାଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ ।

ଆଦ୍ରା- ଉଚ୍ଚଧିକାରୀ ଓ ବରିଷ୍ଟ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଂଶସା ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ । ଅଫିସ୍‌ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ।

ପୁନର୍ବସୁ - ମହିଳା ମାନେ ସବୁକାର୍ଯ୍ୟରେ ଅବେହେଳା କରିବେ । ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :