• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Cancer

କର୍କଟ

Saturday 11 Mar 2023

ପୁନର୍ବସୁ - ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାର ଭିତରେ କୈାଣସି କଥାକୁ ନେଇ ମତାନ୍ତର ସୃଷ୍ଟି ହୋଇପାରେ ।

ପୁଷ୍ୟା - ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛକ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।

ଅଶ୍ଳେଷା - ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷାକରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ବ୍ୟପାର ବୃର୍ତିରେ ପ୍ରଗତି ହେବ ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :