• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Leo

ସିଂହ

Saturday 11 Mar 2023

ମଘା - କୈାଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ ।

ପୂ- ଫାଲ୍‌ଗୁନୀ - ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

ଉ- ଫାଲ୍‌ଗୁନୀ- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ମହିଳା ମାନଙ୍କୁ ଭ୍ରମଣ ସୁଯୋଗ ଜୁଟିବ ।

ପ୍ରତିକାର – ମାଙ୍କଡକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :