• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Virgo

କନ୍ୟା

Saturday 11 Mar 2023

ଉ- ଫାଲ୍‌ଗୁନୀ - ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ ।

ହସ୍ତା - କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ଚିତ୍ରା - ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ । ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଅଫିସ୍‌ରେ କାହାରି ପ୍ରତି ଆକର୍ଷିତ ଅନୁଭବ କରିବେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :