• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Libra

ତୁଳା

Saturday 11 Mar 2023

ଚିତ୍ରା - ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ ।

ସ୍ୱାତୀ- ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।

ବିଶାଖା - ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :