• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Scorpio

ବିଛା

Saturday 11 Mar 2023

ବିଶାଖା - ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ ।

ଅନୁରାଧା - ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରିପାରିବେ । ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ ।

ଜ୍ୟୋଷ୍ଠା - ମାଲିମକନ୍ଦମାରେ ସଫଳତା ପ୍ରାପ୍ତି ହେବ । ମହିଳାମାନେ ପିଲାଙ୍କ ଶିକ୍ଷାକୁ ନେଇ ଚିନ୍ତିତ ରହିବେ । ଆପଣଙ୍କର କର୍ତ୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । ପରିଶ୍ରମର ସନ୍ତୋଷଜନକ ଫଳ ମିଳିବ ।

ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :