• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୪ର୍ଥୀ ରାତ୍ରି ୧୦.୦୬ ଗତେ ୫ମୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର- ବୃଷ , ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Sagittarius

ଧନୁ

Saturday 11 Mar 2023

ମୂଳା - ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂର ହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

ପୂ, ଷାଢା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।

ଉ, ଷାଢା- ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ ।

ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :