ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିôଥ- ପ୍ରତିପଦ ଦିବା ୧୦.୪୫ ଗତେ ୨ୟା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୧୦.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ଅଶ୍ୱନୀ- ବିବାହିତ ଜୀବନରେ ପ୍ରେମ ଏବଂ ଆକର୍ଷଣର ପରିସ୍ଥିତି ଦେଖାଯିବ । ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି
ଦ୍ୱିଜା- କର୍ମକ୍ଷେତ୍ରରେ ସହକର୍ମୀ ମାନେ କୈାଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ ।
କୃତିକା- କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯