ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିôଥ- ପ୍ରତିପଦ ଦିବା ୧୦.୪୫ ଗତେ ୨ୟା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୧୦.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
କୃତିକା- ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାରର୍ୟ୍ୟ ସୁଚାରୁରୂପେ ତୁଲାଇବେ
ରୋହିଣୀ- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ
ମୃଗଶିରା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ
ପ୍ରତିକାର – ମାଆ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬