ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିôଥ- ପ୍ରତିପଦ ଦିବା ୧୦.୪୫ ଗତେ ୨ୟା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୧୦.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାରରେ କୌଣସି ପ୍ରକାର ବିବାଦରୁ ଦୂରେଇ ରୁହନ୍ତୁ
ପୁଷ୍ୟା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ
ଅଶ୍ଲେଷା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨