ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିôଥ- ପ୍ରତିପଦ ଦିବା ୧୦.୪୫ ଗତେ ୨ୟା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୧୦.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ଉ,ଫଳଗୁନି- ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ
ହସ୍ତା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ
ଚିତ୍ରା- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫