ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିôଥ- ପ୍ରତିପଦ ଦିବା ୧୦.୪୫ ଗତେ ୨ୟା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ଦିବା ୧୦.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ଉ,ଷାଢା- ନିଜ ନିଜର କର୍ମ କ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ
ଶ୍ରବଣା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।
ଧନିଷ୍ଠା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି
ପ୍ରତିକାର- ଗୋ ମାତାଙ୍କୁ ସବୁଜ ଚାରା କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮