• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2023: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।

Aries

ମେଷ

Thursday 11 May 2023

ଅଶ୍ୱନୀ- ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ

ଦ୍ୱିଜା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ

କୃତିକା- ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :