• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2023: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।

Pisces

ମୀନ

Thursday 11 May 2023

ପୂ , ଭାଦ୍ରପଦ - ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ଉ , ଭଦ୍ରପଦ- ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ

ରେବତୀ – କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :