• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2023: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।

Gemini

ମିଥୁନ

Thursday 11 May 2023

ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ

ଆଦ୍ରା- ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ

ପୁନର୍ବସୁ- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :