• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2023: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।

Cancer

କର୍କଟ

Thursday 11 May 2023

ପୁନର୍ବସୁ - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ

ପୁଷ୍ୟା – ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ

ଅଶ୍ଳେଷା - ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।

ପ୍ରତିକାର – ମାଆ ଭୁବନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :