ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।
ଉ , ଫାଲଗୁନୀ – ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।
ହସ୍ତା – ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।
ଚିତ୍ରା – ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫