• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2023: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।

Libra

ତୁଳା

Thursday 11 May 2023

ଚିତ୍ରା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ

ସ୍ୱାତୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ

ବିଶାଖା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର‌୍ୟ୍ୟବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :