• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2023: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।

Scorpio

ବିଛା

Thursday 11 May 2023

ବିଶାଖା – ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ

ଅନୁରାଧା – ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ ।

ଜ୍ୟେଷ୍ଠା – ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :