• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2023: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।

Sagittarius

ଧନୁ

Thursday 11 May 2023

ମୂଳା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନାଗମ ହେବ । ଅନ୍ୟ ମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ

ପୂ, ଷାଢା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ

ଉ, ଷାଢା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :