• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2023: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ ପାଇବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର ।ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୬ଷ୍ଠୀ ଦିବା ୧୧.୨୭ ଗତେ ୭ମୀ ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୭ ଗତେ ୨ ପାଦ ।

Capricorn

ମକର

Thursday 11 May 2023

ଉ , ଷାଢା - ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ

ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି

ଧନିଷ୍ଠା – ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :