• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Aquarius

କୁମ୍ଭ

Saturday 11 May 2024

ଧନିଷ୍ଠା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ ।

ଶତଭିଷା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ ।

ପୂ, ଭାଦ୍ରପଦ- ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତ୍ତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :