• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Pisces

ମୀନ

Saturday 11 May 2024

ପୂ , ଭାଦ୍ରପଦ - ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।

ଉ , ଭଦ୍ରପଦ - ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନୀତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାଯ୍ୟ ପାଇବେ ।

ରେବତୀ – ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳାମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତ୍ରୁମାନଙ୍କଠାରୁ ଦୂରେଇ ରହିବା ଭଲ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :