• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Gemini

ମିଥୁନ

Saturday 11 May 2024

ମୃଗଶିରା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ ।

ଆଦ୍ରା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୁରସ୍କୃତ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶଗସ୍ତ କରିପାରନ୍ତି ।

ପୁନର୍ବସୁ- ରାଜନୀତିରେ ପ୍ରଗତିର ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ମହିଳାମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ମା’ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :