• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Cancer

କର୍କଟ

Saturday 11 May 2024

ପୁନର୍ବସୁ - ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ ।

ପୁଷ୍ୟା – ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍‌ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ।

ଅଶ୍ଳେଷା - ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଗୁରୁତର ହେବ ନାହିଁ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :