• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରସ୍ଥାନକୁ ଯାତ୍ରାର ଯୋଗ ରହିଛି

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।

Leo

ସିଂହ

Saturday 11 May 2024

ମଘା- ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ ।

ପୂ- ଫାଲ୍‌ଗୁନୀ- ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ଉ- ଫାଲ୍‌ଗୁନୀ- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳାମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :